ପରିବାରରେ ଖ୍ରୀଷ୍ଟୀୟ ଆଚରଣ
18 ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତା ହୁଅ। 19 ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ।

+581 estão orando agora.
Junte-se à corrente de oração.