ବର
15 ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ,
ଦେଖ, ତୁମ୍ଭେ ସୁନ୍ଦରୀ ଅଟ;
ତୁମ୍ଭର ଚକ୍ଷୁ କପୋତ ତୁଲ୍ୟ।
କନ୍ୟା
16 ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର;
ଆହୁରି, ଆମ୍ଭମାନଙ୍କ ଶଯ୍ୟା ହରିଦ୍ବର୍ଣ୍ଣ ଅଟେ।
15 ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ,
ଦେଖ, ତୁମ୍ଭେ ସୁନ୍ଦରୀ ଅଟ;
ତୁମ୍ଭର ଚକ୍ଷୁ କପୋତ ତୁଲ୍ୟ।
16 ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର;
ଆହୁରି, ଆମ୍ଭମାନଙ୍କ ଶଯ୍ୟା ହରିଦ୍ବର୍ଣ୍ଣ ଅଟେ।