କନ୍ୟାର ପ୍ରେମ ଆହ୍ୱାନ
2 ତୁମ୍ଭେ ଆପଣା ମୁଖ-ଚୁମ୍ବନରେ ମୋତେ ଚୁମ୍ବନ କର;
କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ।
3 ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ;
ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ;
ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।
2 ତୁମ୍ଭେ ଆପଣା ମୁଖ-ଚୁମ୍ବନରେ ମୋତେ ଚୁମ୍ବନ କର;
କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ।
3 ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ;
ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ;
ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।