9 ହେ ମୋହର ପ୍ରିୟେ, ହେ ମୋହର କନ୍ୟା, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ;
ତୁମ୍ଭେ ଆପଣାର ଏକଦୃଷ୍ଟିରେ,
ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ।