6 ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ଥିଲେ।
7 ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍, ମୀଶାୟେଲଙ୍କୁ ମୈଶକ୍ ଓ ଅସରୀୟକୁ ଅବେଦ୍ନଗୋ ନାମ ଦେଲା।