23 ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି,
ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ
ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ;
କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।"