5 ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ। 6 ପୁଣି, ଯେକୌଣସି ଲୋକ ମୁହଁ ମାଡ଼ି ପ୍ରଣାମ ନ କରିବ, ସେ ସେହି ଦଣ୍ଡରେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ।"