8 ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେହିସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା।
25 ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ
ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ;
ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ;
ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ7:25 ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ଅର୍ଥାତ୍ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ
ସେମାନେ ତାହା ହସ୍ତରେ ସମର୍ପିତ ହେବେ।