27 ପୁଣି, ସେ ଏକ ସପ୍ତାହ ପର୍ଯ୍ୟନ୍ତ ଅନେକଙ୍କ ସହିତ ଦୃଢ଼ ନିୟମ କରିବ ଓ ସପ୍ତାହର ଅର୍ଦ୍ଧେକ କାଳ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ; ଆଉ, ଘୃଣାଯୋଗ୍ୟ ବସ୍ତୁସକଳର ପକ୍ଷ ଉପରେ ବିନାଶକ ଜଣେ ଆସିବ; ପୁଣି, ନିରୂପିତ ସିଦ୍ଧି ପର୍ଯ୍ୟନ୍ତ ବିନାଶ କର ଉପରେ କ୍ରୋଧ ଢଳାଯିବ।"
Publicidade