6 ପୁଣି ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ; ଆଉ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ମାତ୍ର ସେମାନେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବେ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭକୁ ଆଶୀର୍ବାଦ କରିବେ।
Publicidade