Pular para o conteúdo
Publicidade

ଦ୍ୱିତୀୟ ବିବରଣ 18:9-12

ଘୃଣାଯୋଗ୍ୟ କ୍ରିୟା

9 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ସେଠାରେ ଉପସ୍ଥିତ ହେଲେ ସେହି ସ୍ଥାନର ଗୋଷ୍ଠୀୟ ଲୋକମାନଙ୍କ ଘୃଣାଯୋଗ୍ୟ କ୍ରିୟାଗୁଡ଼ିକୁ ଅନୁକରଣ କରିବା ତୁମ୍ଭେ ଶିଖିବ ନାହିଁ। 10 ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ, 11 କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ। 12 ଯେହେତୁ ଯେକେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର ଅଟନ୍ତି; ପୁଣି ସେହି ଘୃଣ୍ୟ କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଅଛନ୍ତି।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.