Pular para o conteúdo
Publicidade

ଦ୍ୱିତୀୟ ବିବରଣ 31:7,8

7 ଏଥିରେ ମୋଶା ଯିହୋଶୂୟଙ୍କୁ ଡାକି ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତାଙ୍କୁ କହିଲେ, "ବଳବାନ ଓ ସାହସିକ ହୁଅ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦେଶକୁ ତୁମ୍ଭେ ଏହି ଲୋକଙ୍କ ସହିତ ଯିବ; ଆଉ ତୁମ୍ଭେ ସେମାନଙ୍କୁ ତାହା ଅଧିକାର କରାଇବ। 8 ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।"

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.