6 ହେ ମୂଢ଼ ଓ ଅଜ୍ଞାନ ଲୋକେ,
ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି?
ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି।