10 ଯେଉଁ ଦିନ ତୁମ୍ଭେ ହୋରେବରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଛାମୁରେ ଠିଆ ହୋଇଥିଲ, ସେତେବେଳେ ସଦାପ୍ରଭୁ ମୋତେ କହିଲେ, "ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ର କର, ଆମ୍ଭେ ଆପଣା ବାକ୍ୟ ସେମାନଙ୍କୁ ଶୁଣାଇବା ତହିଁରେ ସେମାନେ ପୃଥିବୀରେ ଜୀବନ ସାରା ଆମ୍ଭଙ୍କୁ ଭୟ କରିବାକୁ ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।"
Publicidade