6 ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ; 7 ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରିଯିବ।
Publicidade