13 ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ; 14 ଈଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।
Publicidade
Publicidade