16 ସେଥିର ସମ୍ବାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷାନ୍ତ ହେଉ ନାହିଁ। 17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ବର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;
Publicidade
Publicidade