20 ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ, 21 ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରାଇଲେ,
Publicidade