Pular para o conteúdo
Publicidade

ଏଫିସୀୟ 1:3-6

ଖ୍ରୀଷ୍ଟଙ୍କଠାରେ ନିହିତ ଆତ୍ମିକ ଆଶୀର୍ବାଦ

3 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି, 4 ଅର୍ଥାତ୍‍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ; 5 ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ; 6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.