5 ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ; 6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
Publicidade
Publicidade