19 ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ବରଙ୍କ ପରିବାରଭୁକ୍ତ ଅଟ; 20 ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର;
Publicidade

+581 estão orando agora.
Junte-se à corrente de oração.