Pular para o conteúdo
Publicidade

ଏଫିସୀୟ 2:8,9

8 କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ବରଙ୍କ ଦାନ, 9 କର୍ମରୁ ନୁହେଁ, ଯେପରି କେହି ଦର୍ପ ନ କରେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.