Pular para o conteúdo
Publicidade

ଏଫିସୀୟ 2:8-10

8 କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ବରଙ୍କ ଦାନ, 9 କର୍ମରୁ ନୁହେଁ, ଯେପରି କେହି ଦର୍ପ ନ କରେ। 10 କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.