ଆତ୍ମିକ ଶକ୍ତି ନିମନ୍ତେ ପ୍ରାର୍ଥନା
14 ଏଥିନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ, 15 ତାହାଙ୍କ ଛାମୁରେ ମୁଁ ଆଣ୍ଠୁପାତି ପ୍ରାର୍ଥନା କରୁଅଛି,