20 ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି, 21 ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ। ଆମେନ୍।
Publicidade

+581 estão orando agora.
Junte-se à corrente de oração.