ଖ୍ରୀଷ୍ଟଙ୍କ ଶରୀର ମଧ୍ୟରେ ଏକତା
1 ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର, 2 ଅର୍ଥାତ୍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;