11 ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି, 12 ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ,