2 ଅର୍ଥାତ୍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ; 3 ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ।