Pular para o conteúdo
Publicidade

ଏଫିସୀୟ 4:2-6

2 ଅର୍ଥାତ୍‍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ; 3 ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ। 4 ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ; 5 ଏକ ପ୍ରଭୁ, ଏକ ବିଶ୍ୱାସ, ଏକ ବାପ୍ତିସ୍ମ, ସମସ୍ତଙ୍କ ଏକ ଈଶ୍ବର ଓ ପିତା; 6 ସେ ସମସ୍ତଙ୍କ ଉପରେ, ସମସ୍ତଙ୍କ ମଧ୍ୟରେ ଏବଂ ସମସ୍ତଙ୍କ ଅନ୍ତରରେ ଅଛନ୍ତି।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.