22 ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ, 24 ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।