19 ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର; 20 ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ,
ସ୍ତ୍ରୀ ଏବଂ ସ୍ୱାମୀ
21 ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂତ ହୁଅ।

+581 estão orando agora.
Junte-se à corrente de oração.