22 ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବଶୀଭୂତ ହୁଅ, 23 କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ୱରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ୱରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା।
Publicidade

+581 estão orando agora.
Junte-se à corrente de oração.