26 ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି, 27 ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି।