28 ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ; 29 କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ; ଖ୍ରୀଷ୍ଟ ମଧ୍ୟ ମଣ୍ଡଳୀ ପ୍ରତି ସେହିପରି କରନ୍ତି,