29 କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ; ଖ୍ରୀଷ୍ଟ ମଧ୍ୟ ମଣ୍ଡଳୀ ପ୍ରତି ସେହିପରି କରନ୍ତି, 30 ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ।