31 ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ। 32 ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି।