ପିତାମାତା ଏବଂ ସନ୍ତାନ
1 ହେ ସନ୍ତାନମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ; 2 କାରଣ ତାହା ଯଥାର୍ଥ। "ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),"