Pular para o conteúdo
Publicidade

ଏଫିସୀୟ 6:14-17

14 ଅତଏବ ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତା ରୂପ ଊରସ୍ତ୍ରାଣ ପରିଧାନ କର, 15 ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇ ରହିଥାଅ; 16 ଏବଂ ସେଥି ସଙ୍ଗେ ସଙ୍ଗେ, ଯଦ୍ବାରା ପାପାତ୍ମାର ଅଗ୍ନିବାଣ ସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ୱାସରୂପ ଢ଼ାଲ ଧର। 17 ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାନ କର ଓ ଆତ୍ମାଙ୍କ ଖ‌ଡ୍ଗ, ଅର୍ଥାତ୍‍ ଈଶ୍ବରଙ୍କ ବାକ୍ୟ ଧାରଣ କର;

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.