18 ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର। 19 ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ଜଞ୍ଜିରରେ ବନ୍ଧାହୋଇଥିବା ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,
Publicidade