19 ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ଜଞ୍ଜିରରେ ବନ୍ଧାହୋଇଥିବା ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ, 20 ପୁଣି, ମୁଁ ଯେପରି ତତ୍ ସମ୍ବନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି।
Publicidade