7 ସ୍ୱାଧୀନ କି ପରାଧୀନ, ଯେ କେହି ସତ୍କର୍ମ କରେ, ସେ ଯେ ପ୍ରଭୁଙ୍କଠାରୁ ସେଥିର ପୁରସ୍କାର ପାଇବ, 8 ଏହା ଜାଣି ମନୁଷ୍ୟର ସେବା କଲା ପରି ନୁହେଁ, ମାତ୍ର ପ୍ରଭୁଙ୍କ ସେବା କଲା ପରି ସ୍ୱଚ୍ଛନ୍ଦରେ ସେବା କର।