14 ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ?"