Pular para o conteúdo
Publicidade

ଏଷ୍ଟର 4:16

16 "ତୁମ୍ଭେ ଯାଇ ଶୂଶନ୍‍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।"

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.