11 ଏଥିଉତ୍ତାରେ ସେମାନେ ଭାର ବହନ ଦ୍ୱାରା ସେମାନଙ୍କୁ କ୍ଳେଶ ଦେବା ପାଇଁ ସେମାନଙ୍କ ଉପରେ କାର୍ଯ୍ୟଶାସକମାନଙ୍କୁ ନିଯୁକ୍ତ କଲେ, ପୁଣି, ସେମାନଙ୍କ ଦ୍ୱାରା ଫାରୋଙ୍କ ନିମନ୍ତେ ଭଣ୍ଡାରର ନଗର, ଅର୍ଥାତ୍, ପିଥୋମ୍ ଓ ରାମିଷେଷ୍ ନିର୍ମାଣ କରାଇଲେ।