9 ପୁଣି, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତ ଦ୍ୱାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି।
Publicidade