2 ସେତେବେଳେ ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ମଣ୍ଡଳୀ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ପ୍ରାନ୍ତରରେ ବଚସା କଲେ। 3 ପୁଣି, ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ କହିଲେ, "ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥାʼନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।"
Publicidade
ଯାତ୍ରା ପୁସ୍ତକ 16
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.