21 ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍, ପରମେଶ୍ୱରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି, ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶପତି ଓ ଦଶପତି ରୂପେ ନିଯୁକ୍ତ କର।