Pular para o conteúdo
Publicidade

ଯାତ୍ରା ପୁସ୍ତକ 25:31,37,39

ସୁବର୍ଣ୍ଣ ଦୀପବୃକ୍ଷ

31 ଆହୁରି, ତୁମ୍ଭେ ନିର୍ମଳ ସୁବର୍ଣ୍ଣର ଏକ ଦୀପବୃକ୍ଷ ନିର୍ମାଣ କରିବ; ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମିତ ହେବ; ଆଉ ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ। 37 ଆଉ, ତୁମ୍ଭେ ତହିଁ ପାଇଁ ସପ୍ତ ପ୍ରଦୀପ ନିର୍ମାଣ କରିବ; ତହିଁରେ ଲୋକମାନେ ସେହି ପ୍ରଦୀପ ଜ୍ୱଳାଇଲେ, ତହିଁର ସମ୍ମୁଖରେ ଆଲୁଅ ହେବ 39 ଏହି ଦୀପବୃକ୍ଷ ଓ ତହିଁର ସାମଗ୍ରୀ ସର୍ବସୁଦ୍ଧା ଏକ ତାଳନ୍ତ25:39 ୩୩ କିଲୋଗ୍ରାମ୍ ନିର୍ମଳ ସୁବର୍ଣ୍ଣରେ ନିର୍ମିତ ହେବ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.