9 ଏଉତ୍ତାରେ ମୋଶା ତମ୍ବୁରେ ପ୍ରବେଶ କରନ୍ତେ, ମେଘସ୍ତମ୍ଭ ଓହ୍ଲାଇ ତମ୍ବୁ ଦ୍ୱାରରେ ଅବସ୍ଥିତ ହେଲା; ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ ଆଳାପ କଲେ। 10 ତମ୍ବୁ ଦ୍ୱାରରେ ଅବସ୍ଥିତ ମେଘସ୍ତମ୍ଭ ଦେଖନ୍ତେ, ସମସ୍ତ ଲୋକ ଉଠି ପ୍ରତ୍ୟେକେ ଆପଣା ଆପଣା ତମ୍ବୁ ଦ୍ୱାରରେ ଥାଇ ପ୍ରଣାମ କଲେ।
Publicidade
ଯାତ୍ରା ପୁସ୍ତକ 33
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.