Pular para o conteúdo
Publicidade

ଯାତ୍ରା ପୁସ୍ତକ 36:5-7

5 "ସଦାପ୍ରଭୁ ଯାହା ଯାହା ନିର୍ମାଣ କରିବାକୁ ଆଜ୍ଞା ଦେଇଅଛନ୍ତି, ଲୋକମାନେ ସେହି କାର୍ଯ୍ୟ ନିମନ୍ତେ ପ୍ରୟୋଜନୀୟ ଦ୍ରବ୍ୟରୁ ଅତି ଅଧିକ ଆଣୁଅଛନ୍ତି।" 6 ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ। 7 କାରଣ ସମସ୍ତ କର୍ମ କରିବାକୁ ସେମାନଙ୍କର ଦ୍ରବ୍ୟ ପ୍ରଚୁର ଓ ତତୋଧିକ ଥିଲା।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.